ରାଶିଫଳ
ଶନିବାର ରାଶିଫଳ ୮.୧୦.୨୦୨୧ ମେଷ: ବହୁ ସୁଖକର ଘଟଣା ଘଟିପାରେ। କର୍ମକ୍ଷେତ୍ରକୁ ଉଳମୟ କରିପାରନ୍ତି। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। ସୁଖାଦ୍ୟ ପାଇ ଆନନ୍ଦ ଅନୁଭବ କରିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବୃଷ: ବନ୍ଧୁ ସହାୟତା ମିଳିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ଶୁଭଖବର ପାଇ ଉତ୍ଫୁଲ୍ଲିତ ହୋଇପାରନ୍ତି। ମିଥୁନ: ମନୋବଳ ଦୃଢ଼ ରହିବ। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଅଧ୍ୟୟନରତ ହୋଇପାରନ୍ତି। ଜ୍ଞାନୀ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି। କର୍କଟ: ଶ୍ରମ ସାର୍ଥକ ହେବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। କୃଷି କ୍ଷେତକୁ ତ୍ବରାନ୍ବିତ କରିପାରନ୍ତି। ଯାନବାହନ ସୁଖ ମିଳିବ। ଗୃହ ପରିବେଶ ଉତ୍ତମ ମାନର ହେବ। ସୁସ୍ଥ ଓ ନିରାମୟ ରହିବେ। ସିଂହ: ଆର୍ଥିକ ସ୍ଥିତିରେ ପ୍ରଭୂତ ଉନ୍ନତି ଘଟିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଦେବ ଦର୍ଶନର ସୌଭାଗ୍ୟ ଅଛି। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭ ଉଠାଇବାକୁ ପାରଙ୍ଗମ ହେବେ। କନ୍ୟା: ସାଂଗଠନିକ କାର୍ଯ୍ୟରେ ସହଯୋଗ କରିପାରନ୍ତି। ତ୍ୟାଗଶୀଳ ହେବେ। ମତିମାନ୍ ହୋଇପାରନ୍ତି। ବିବିଧ ଧନଯୁକ୍ତ ହେବେ। ଚଞ୍ଚଳମନା ହୋଇପାରନ୍ତି। କୀର୍ତ୍ତିମାନ୍ ହେବା ଆଶା କରାଯାଏ। ତୁଳା: ଆୟ ଆଶାନୁରୂପ ହୋଇପାର...
Ok sir 😊
ReplyDelete